
ଭୁବନେଶ୍ୱର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ସମ୍ପର୍କୀତ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ସମ୍ପର୍କୀତ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଛି । କର୍ମଶାଳା’ରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଗଣେଶରାମ ସିଂ ଖୁଂଟିଆ, ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ପ୍ରମୁଖ ନେତାମାନେ ଯୋଗଦେଇଥିଲେ । ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି, ଦେଶବାସୀଙ୍କ ଠାରୁ ଆରମ୍ଭ କରି ପ୍ରବାସୀ ଭାରତୀୟ ତଥା ସମଗ୍ର ବିଶ୍ୱବାସୀଙ୍କ ଦ୍ୱାରା ଆଦୃତ ହେବା ସହ ‘ମନ୍ କି ବାତ୍’ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଓ ସର୍ବସମାବେଶୀ ହୋଇପାରିଛି । ଆସନ୍ତା ୨୬ ତାରିଖରେ ୧୩୬ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ସମସ୍ତେ ଏହାକୁ ଶୁଣିବା ପାଇଁ ସେ ଆହ୍ୱାନ ଦେଇଛନ୍ତି । Source SHABD BBSR BCDTV Voice of odisha www.bcdodishanews.com
👇समाचार सुनने के लिए यहां क्लिक करें
ଅଧିକ ପ Read ନ୍ତୁ |
- ବିଜ୍ଞାପନ
