
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ନୂଆଦିଲ୍ଲୀଠାରେ ବିଭିନ୍ନ କମ୍ପାନୀମାନଙ୍କର ପ୍ରତିନିଧିମାନଙ୍କ ସହ ବୈଠକ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ନୂଆଦିଲ୍ଲୀଠାରେ ବିଭିନ୍ନ କମ୍ପାନୀମାନଙ୍କର ପ୍ରତିନିଧିମାନଙ୍କ ସହ ବୈଠକ କରିଛନ୍ତି । ରାଜ୍ୟରେ ସ୍ଥାୟୀ ଶିଳ୍ପ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଓଡ଼ିଶାର ଧାତୁ ଡାଉନଷ୍ଟ୍ରିମ୍ ଏବଂ ରାସାୟନିକ ଓ ପେଟ୍ରୋକେମିକାଲ୍ କ୍ଷେତ୍ରକୁ ମୂଲ୍ୟ ଆଧାରିତ ଉତ୍ପାଦନ, ଗଭୀର ଶିଳ୍ପ ସହଯୋଗ ଏବଂ ନୂତନ ନିବେଶ ସୁଯୋଗ ମାଧ୍ୟମରେ ସୁଦୃଢ଼ କରିବା ନେଇ ବୈଠକରେ ଆଲୋଚନା ହୋଇଛି । ଜେଏସଏଲ୍, ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍, ଜେଏସଡବ୍ଲ୍ୟୁ ଷ୍ଟିଲ୍ ଏବଂ ଟାଟା ଷ୍ଟିଲ୍ର ଶିଳ୍ପ ପ୍ରତିନିଧିମାନେ ଏହି ବୈଠକରେ ଯୋଗ ଦେଇଥିଲେ। SHABD,Bhubaneswar, August 8, BCDTV Bcdodishanews Voice of odisha
👇समाचार सुनने के लिए यहां क्लिक करें
ଅଧିକ ପ Read ନ୍ତୁ |
- ବିଜ୍ଞାପନ
