
ଲୋକ ଭବନଠାରେ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟିଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସାକ୍ଷାତ କରିଛନ୍ତି । ଲୋକ ଭବନଠାରେ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟିଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସାକ୍ଷାତ କରିଛନ୍ତି । ଏହି ଅବସରରେ ରାଜ୍ୟରେ ଜାରି ରହିଥିବା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ସହ ଓଡ଼ିଶାର ସମୃଦ୍ଧି ଦିଗରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ୱନ୍ଧରେ ଆଲୋଚନା ହୋଇଥିଲା। Source SHABD BBSR BCDTV www.bcdodishanews.com Voice of odisha
👇समाचार सुनने के लिए यहां क्लिक करें
ଅଧିକ ପ Read ନ୍ତୁ |
- ବିଜ୍ଞାପନ
