KV Singh Deo Attends Agriculture MoU Signing
ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ବିଭିନ୍ନ ସରକାରୀ ଉଦ୍ୟୋଗ ମଧ୍ୟରେ କୃଷି ଭବନରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି
2ଜୁଲାଇ, ଭୁବନେଶ୍ୱର: କୃଷି କ୍ଷେତ୍ରକୁ ଆହୁରି ସୁଦୃଢ଼ କରିବା ଦିଗରେ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ବିଭିନ୍ନ ସରକାରୀ ଉଦ୍ୟୋଗ ମଧ୍ୟରେ କୃଷି ଭବନରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ପଦକ୍ଷେପ ମାଧ୍ୟମରେ କୃଷି କ୍ଷେତ୍ରରେ ସହାୟତା ବୃଦ୍ଧି ପାଇବା ସହ ଚାଷୀମାନଙ୍କ ପାଇଁ ଅଧିକ ସୁଯୋଗ ସୃଷ୍ଟି ହେବ ।
Story Line : Shabd BBSR
Bcdodishanews
BCDtv
Voice o
f odisha
